କରୋନା ବିରୋଧୀ ଲଢେଇରେ ଆମେ ନିଶ୍ଚିତ ବିଜୟୀ ହେବା : ପ୍ରଧାନମନ୍ତ୍ରୀ
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ନୂଆଦିଲ୍ଲୀ ୧୩/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପରିପ୍ରକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା କହିଛନ୍ତି।!-->!-->!-->…