ଅରୁଣ ବୋଥ୍ରାଙ୍କ ପଲିଗ୍ରାଫ ଟେଷ୍ଟ ଦାବି; ହାଇକୋର୍ଟରେ ମିସ୍କେସ୍ ଦାୟର
କଟକ: ଯଦୁପୁର ନାବାଳିକା ବଳାତ୍କାର ମାମଲାରେ ହାଇକୋର୍ଟରେ ମିସ୍କେସ୍ ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମିସ୍ କେସ୍ ଦାୟର କରାଯାଇଛି। ଏହି ମିସ୍ କେସ୍ରେ ମାମଲାର ସିବିଆଇ ତଦନ୍ତ ଦାବିକୁ ଦୋହରାଇଛି ବିକାଶ ପରିଷଦ।
ଏହା ସହିତ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଏବଂ!-->!-->!-->…