ଶ୍ରୀମନ୍ଦିର ପାଇଁ ନୂଆ ଏସ୍ଓପି ଜାରି; ଡିସେମ୍ବର ୧୬ରୁ ସକାଳ ସାଢ଼େ ୫ଟାରୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି
ପୁରୀ ୧୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଭିଡ-୧୯ ମହାମାରୀର ସମ୍ଭାବିତ ୩ୟ ଲହରକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସ୍ଓପି ଜାରି ହୋଇଛି। ନୂଆ ଏସ୍ଓପି ୨୦୨୧ ଡିସେମ୍ବର ୧୬ ତାରିଖ ଠାରୁ ଲାଗୁ ହେବ। ମନ୍ଦିର ଖୋଲା ରହିବା ସମୟରେ ଶ୍ରଦ୍ଧାଳୁ ମାନେ ଶ୍ରୀଜିଉଙ୍କ ଦର୍ଶନ ପାଇଁ!-->…