Browsing Tag

for

ବୁଷ୍ଟର୍‌ ଡୋଜ୍‌ ଭାବେ ‌‘କୋଭିଡ୍‌-୧୯ ନାଜାଲ୍‌ ଭ୍ୟାକ୍ସିନ୍‌’ ପରୀକ୍ଷା କରିବା ଲାଗି ‘ଡିସିଜିଆଇ’ଙ୍କ ସ୍ବୀକୃତି…

ନୂଆଦିଲ୍ଲୀ ୦୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବୁଷ୍ଟର୍‌ ଡୋଜ୍‌ ଭାବେ ‘କୋଭିଡ୍‌-୧୯ ଅନ୍ତର୍ନାସିକା ଟିକା’କୁ (ନାଜାଲ୍‌ ଭ୍ୟାକ୍ସିନ୍‌) ବୁଷ୍ଟର୍‌ ଡୋଜ୍‌ ଭାବେ ପରୀକ୍ଷା କରିବା ଲାଗି ଆଜି ହାଇଦ୍ରାବାଦର ଟିକା ନିର୍ମାତା ‘ଭାରତ ବାୟୋଟେକ୍‌’ ଦେଶର ‘ଡ୍ରଗ୍‌ ରେଗୁଲେଟର୍‌’ଙ୍କ ଠାରୁ ଅନୁମତି…

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ବର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ…

ହିତାଧିକାରୀଙ୍କୁ ଆଉ ଆଉ ୪ ମାସ ମାଗଣା ଚାଉଳ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣା ଚାଉଳ ଦେବେ ଓଡ଼ିଶା ସରକାର। ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଚଳିତ କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା…

ଗଣତନ୍ତ୍ର ଦିବସ ସମାରୋହରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ

ନୂଆଦିଲ୍ଲୀ : ଏବର୍ଷର ଗଣତନ୍ତ୍ର ଦିବସ ପରେଡରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି । ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ କରୋନା ମହାମାରୀ ଯୋଗୁଁ ଏବର୍ଷ କୌଣସି…

କରୋନା ଭ୍ୟାକସିନ୍ ନେବାକୁ Co-WIN ଆପ୍‌ରେ କରିବାକୁ ହେବ ରେଜିଷ୍ଟ୍ରେସନ୍

ନୂଆଦିଲ୍ଲୀ,୩।୧: ଭାରତର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଶନିବାର କରୋନା ଭ୍ୟାକସିନର ଡ୍ରାଇ ରନ୍ ଆରମ୍ଭ ହୋଇ ସାରିଛି। ଏହା ଭିତରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କୋଭିଡ୍-୧୯ ଭ୍ୟାକସିନର ବିତରଣ ଉପରେ ନଜର, ଡାଟା ରଖିବା ଓ ଲୋକଙ୍କୁ ଭ୍ୟାକସିନ ପାଇଁ ରେଜିଷ୍ଟ୍ରେସନ୍ କରିବା…

ନୂଆବର୍ଷ ପାଇଁ ଦିଲ୍ଲୀ ଓ ମୁମ୍ବଇରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ ନିମନ୍ତେ ଆୟୋଜନ କରାଯାଉଥିବା ‘‘ଜିରୋ ନାଇଟ୍’’ ଓ ନୂଆବର୍ଷ ପାଳନ ପାଇଁ ଦିଲ୍ଲୀ ସରକାର କଟକଣା ଜାରି କରିଛନ୍ତି। ଆଜି ଓ ଆସନ୍ତାକାଲି ଆର୍ଥାତ ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ…

କଂଗ୍ରେସର ଗୁମର ଖୋଲୁଛି ପ୍ରଣବଙ୍କ ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ ; ୨୦୧୪ ନିର୍ବାଚନରେ ପରାଜୟ ପାଇଁ ସୋନିଆ ଓ…

ନୂଆଦିଲ୍ଲୀ: ୨୦୧୪ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧୀ ଏବଂ ମନମୋହନ ସିଂହ ଦାୟୀ। ଏପରି ଚାଞ୍ଚଲ୍ୟକର ତଥ୍ୟ ଲେଖିଯାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ସେ ତାଙ୍କ ଅନୁଭୂତିର ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ର ଅନ୍ତିମ ସଂସ୍କରଣରେ ଏହା ଲେଖିଛନ୍ତି। …

ଦେଶରେ ପ୍ରତିଦିନ ୧ମିଲିୟନ ଟିକାକରଣ କରିବା ପାଇଁ ପ୍ରସ୍ତୁତ ଆପୋଲୋ ହସ୍ପିଟାଲ

ନୂଆଦିଲ୍ଲୀ: ଦିନକୁ ଏକ ମିଲିୟନ୍ କରୋନାଭାଇରସ୍ ଟିକା ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି ଆପୋଲୋ। କିନ୍ତୁ ଟିକା କିପରି ବଣ୍ଟନ କରାଯିବ ଏବଂ ଘରୋଇ ସ୍ୱାସ୍ଥ୍ୟ ସେବା ନେଟୱାର୍କ ଏଥିରେ ଜଡିତ ହେବ କି ନାହିଁ ତାହା ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାଁନ୍ତି। ଆପୋଲୋର ପରିଚାଳନା…

ବନ୍ଦ ହେବ ନାହିଁ ଫସଲର ସହାୟକ ମୂଲ୍ୟ ଓ ମଣ୍ଡି; ଚାଷୀମାନେ ବିଭ୍ରାନ୍ତକର ପ୍ରଚାରରୁ ଦୂରେଇ ରୁହନ୍ତୁ: ତୋମାର

ନୂଆଦିଲ୍ଲୀ: ବିଭିନ୍ନ ଫସଲର ସହାୟକ ମୂଲ୍ୟ ସରକାର ବନ୍ଦ କରିବେ ନାହିଁ କିମ୍ବା ମଣ୍ଡି ବ୍ୟବସ୍ଥାର ଉଚ୍ଛେଦ ହେବ ନାହିଁ । କେନ୍ଦ୍ର ସରକାର ଏହି ପ୍ରତିଶ୍ରୁତି ଦେଇଛନ୍ତି । ମାତ୍ର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏପରି ଅପପ୍ରଚାର କରୁଥିବାରୁ ଚାଷୀମାନେ ଏଥିରୁ ଦୂରେଇ ରହିବାକୁ କେନ୍ଦ୍ର…

ଭାରତରେ ୫୦% ଦକ୍ଷତା ଥିବା ଟିକାକୁ ମଧ୍ୟ ଅନୁମତି ମିଳିବ : ଆଇସିଏମ୍‌ଆର୍‌ ମୁଖ୍ୟ ଡ. ବଳରାମ ଭାର୍ଗବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ଟିକା ଉପରେ ଏବେ ସାରା ବିଶ୍ୱର ନଜର । ଅନେକ ଟିକାର ଶେଷ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଛି । କିନ୍ତୁ କୌଣସି ଟିକା ବର୍ତ୍ତମାନସୁଦ୍ଧା ବଜାରରେ ବିକ୍ରି ନିମନ୍ତେ ଅନୁମତି ପାଇନି । ପରୀକ୍ଷଣରେ ମୁଖ୍ୟତଃ ଟିକାର ସୁରକ୍ଷା ଏବଂ…
error: Content is protected !!
Open chat