କରୋନା ଭୂତାଣୁକୁ ନେଇ ଭ୍ରମାତ୍ମକ ତଥ୍ୟ ସୋସିଆଲ ମିଡିଆରେ ଶେୟାର କରିଥିବାରୁ ଟ୍ରମ୍ପଙ୍କ ଉପରେ କଟକଣା ଲଗାଇଲା ଟ୍ବିଟର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ୱାଶିଂଟନ୦୬/୦୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ କଟକଣା ଲଗାଇଛି ଟ୍ବିଟର। ଟ୍ରମ୍ପଙ୍କ ଟ୍ବିଟର ଆକାଉଣ୍ଟ ଉପରେ ଅସ୍ଥାୟୀ ଭାବେ ରୋକ୍ ଲଗାଯାଇଛି। କରୋନା ଭୂତାଣୁକୁ ନେଇ ଟ୍ରମ୍ପ ଭ୍ରମାତ୍ମକ ତଥ୍ୟ ସୋସିଆଲ ମିଡିଆରେ ଶେୟାର!-->…