Browsing Tag

free vaccine

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା : ସମସ୍ତଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ : କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ଜାରି ରହିବା ସହ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ତେବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେବା ସହ ଅନେକ କିଛି ନୂଆ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣା ଟିକା ମିଳିବ ବୋଲି ମଧ୍ୟ…

ମାଗଣା ଟିକା ସହ ୮୦ କୋଟି ଲୋକଙ୍କୁ ନଭେମ୍ବର ଯାଏଁ ମାଗଣାରେ ମିଳିବ ରାସନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ମାଗଣା ଟିକା ସହ ମାଗଣା ରାସନ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। କରୋନା ପାଇଁ ଜୀବିକା ବିପନ୍ନ ହୋଇଥିବାରୁ ମାଗଣା ରାସନ ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ନଭେମ୍ବର ଯାଏଁ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦେବାକୁ ମୋଦୀ ଘୋଷଣା…
error: Content is protected !!
Open chat