ଜାନୁୟାରୀ ୩ରୁ ଖୋଲିବ ପ୍ରଥମ ରୁ ପଞ୍ଚମ ଶ୍ରେଣୀ
ଭୁବନେଶ୍ବର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଗୁଡ଼ିକରେ ପୂର୍ବାହ୍ନ ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପାଠପଢା ହେବ।
ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ!-->!-->!-->…