Browsing Tag

from

କ୍ରିକେଟ ଜୀବନକୁ ଅଲବିଦା କହିଲେ ହରଭଜନ

ନୂଆଦିଲ୍ଲୀ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତୀୟ କ୍ରିକେଟ ଟିମର ତାରକା ସ୍ପିନର ହରଭଜନ ସିଂ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି। ହରଭଜନ ସିଂ ୧୯୯୮ରେ ଆନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ୨୩ ବର୍ଷ ପରେ ସେ କ୍ରିକେଟ ଜୀବନରୁ ସବୁଦିନ ପାଇଁ ବିଦାୟ ନେବାକୁ ନିଷ୍ପତ୍ତି…

ଜାନୁଆରୀ ୧୭ରୁ ଦେଶବ୍ୟାପୀ ଆରମ୍ଭ ହେବ ପୋଲିଓ ପ୍ରତିଷେଧକ କାର୍ଯ୍ୟକ୍ରମ

ଆସନ୍ତା ୧୭ ତାରିଖରୁ ଦେଶବ୍ୟାପୀ ପୋଲିଓ ପ୍ରତିଷେଧକ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ଦୁଇଦିନ ତାମିଲ୍‍ନାଡ଼ୁ ଗସ୍ତରେ ଯାଇଛନ୍ତି। ଚେନ୍ନାଇରେ କୋଭିଡ୍‍ ୧୯ ଟୀକାକରଣ ପାଇଁ ପ୍ରସ୍ତୁତି ଅଭ୍ୟାସର ସମୀକ୍ଷା କାର୍ଯ୍ୟ…

୨୦୨୧ ମେ’ ୪ରୁ ସିବିଏସଇ ବୋର୍ଡ ପରୀକ୍ଷା, ଘୋଷଣା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

କରୋନା ମହାମାରୀ ଦୃଷ୍ଟିରୁ ଆସନ୍ତା ବର୍ଷ ସିବିଏସଇ ବୋର୍ଡ ପରୀକ୍ଷା କେବେ ହେବ ସେ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି। ଘୋଷଣା ମୁତାବକ ଆସନ୍ତାବର୍ଷ ମେ’ ୪ରୁ ଦଶମ ଓ ଦ୍ୱାଦଶ ବୋର୍ଡ…

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରି, ୨୮ରୁ ୨ ଦିନ ସେବାୟତ ଓ ୩୦ ଓ ୩୧ରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ

ଜାନୁଆରି ୩ରେ ସର୍ବସାଧାରଣ କରିବେ ବାବାଙ୍କୁ ଦର୍ଶନ ଆରଡି: ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ୍ୱ ହେବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିବାରୁ ଅଗଣିତ ଶ୍ରଦ୍ଧାଳୁଭକ୍ତ ବାବାଙ୍କ ଦର୍ଶନରୁ ବଞ୍ଚିତ ଥିଲେ। ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ୍ନ ସଂଗଠନ…

ମମତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା; ୪ ବିଜେପି ନେତାଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌

ନୂଆଦିଲ୍ଲୀ: ୪ ବିଜେପି ନେତାଙ୍କ ବିରୋଧରେ ପଶ୍ଚିମବଙ୍ଗ ସରକାର ଗ୍ରହଣ କରିଥିବା ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ବିଜେପି ସାଧାରଣ ସମ୍ପାଦକ କୈଳାସ ବିଜୟବର୍ଗୀୟ, ବରିଷ୍ଠ ନେତା ମୁକୁଲ ରାୟ, ସାଂସଦ ଅର୍ଜୁନ ସିଂହଙ୍କ ସମେତ ୪ ନେତାଙ୍କ ବିରୋଧରେ ରୁଜୁ…

“ବାବା କା ଢାବା” ମାଲିକଙ୍କୁ ଜୀବନରୁ ମାରିଦେବାକୁ ଧମକ, ପୋଲିସର ସହାୟତା ଲୋଡିଲେ କାନ୍ତା ପ୍ରସାଦ

ନୂଆଦିଲ୍ଲୀ: ‘ବାବା କା ଢାବା’ ଚଳାଉଥିବା କାନ୍ତା ପ୍ରସାଦଙ୍କୁ ଜୀବନରୁ ମାରି ଦେବାକୁ ଧମକ ମିଳିଛି । କାନ୍ତା ପ୍ରସାଦ ଏଥିପାଇଁ ଦିଲ୍ଲୀର ମାଲିବୀୟ ନଗର ପୋଲିସ ଷ୍ଟେସନରେ ଏକ ମାମଲା ରୁଜୁ କରିଛନ୍ତି । ଢାବାର ମାଲିକ କାନ୍ତା ପ୍ରସାଦ ମାମଲାରେ କହିଛନ୍ତି ଯେ କେହି ଅଜଣା ବ୍ୟକ୍ତି ତାଙ୍କୁ…

ଇସ୍ତଫା ଦେଲେ ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ; ଦୁଇ ଦିନରେ ତିନି ବିଧାୟକଙ୍କ ଇସ୍ତଫା ମମତାଙ୍କ ପାଇଁ…

କୋଲ୍‌କାତା: ଉତ୍ତର ୨୪ ପ୍ରଗଣାର ବାରାକପୁର ନିର୍ବାଚନ ମଣ୍ଡଳୀର ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ ଶୁକ୍ରବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ବିଧାନସଭା ନିର୍ବାଚନ ମାତ୍ର ୫ ମାସ ବାକି ଥିବା ବେଳେ ଦଳରୁ ଜଣକ ପରେ ଜଣେ ବିଧାୟକ ଇସ୍ତଫା ଦେବା ଘଟଣା ଶାସକ ତୃଣମୂଳ କଂଗ୍ରେସ…

ଦୁଇ ବର୍ଷ ମଧ୍ୟରେ ଦେଶର ରାଜପଥରୁ ହଟିବ ସବୁ ଟୋଲ, ଜିପିଏସ୍ ଟ୍ରାକ କରି ଆଦାୟ ହେବ ଟୋଲ ଟିକସ

ନୂଆଦିଲ୍ଲୀ:  ଜାତୀୟ ରାଜପଥରୁ ହଟିବ ଟୋଲ ଗେଟ୍ । ଦୁଇ ବର୍ଷ ମଧ୍ୟରେ ଦେଶର ସମସ୍ତ ଟୋଲଗେଟକୁ ହଟାଇ ଦିଆଯିବ । ମାତ୍ର ଯାତାୟତ ପାଇଁ ପୂର୍ବ ପରି ଟିକସ ଦେବା ନିମନ୍ତେ ପଡ଼ିବ । ଏଥିପାଇଁ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ) ବ୍ୟବସ୍ଥା କରାଯିବ । କେନ୍ଦ୍ର ସରକାର ଗୁରୁବାର ଏ…

ସିବିଆଇ ହେପାଜତରୁ ୧୦୩ କିଲୋ ସୁନା ଗାଏବ

କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଦେଶର ସବୁଠୁ ବଡ଼ ତଦନ୍ତକାରୀ ସଂସ୍ଥା। କିନ୍ତୁ ଖୋଦ୍‌ ସିବିଆଇ ହେପାଜତରୁ ଗାଏବ ହୋଇଯାଇଛି ୧୦୩ କିଲୋଗ୍ରାମ ଓଜନର ସୁନା। ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏହିପରି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି। ସିବିଆଇ ହେପାଜତରୁ ଗାଏବ…

ପୁଣି ଚର୍ଚ୍ଚାରେ ନୟାଗଡ଼: ଗାଁ ଦାଣ୍ଡରୁ ଆଉ ଜଣେ ଶିଶୁ କନ୍ୟା ନିଖୋଜ

ନୟାଗଡ : ନୟାଗଡର ବହୁ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀର ମୃତ୍ୟୁ ରହସ୍ୟ ଏପର୍ଯ୍ୟନ୍ତ ରହସ୍ୟ ଘେରରେ ଥିବା ବେଳେ ପୁଣି ନୟାଗଡରେ ଘଟିଛି ଏହାର ପୁନରାବୃତ୍ତି। ପରୀକୁ କିଏ ହତ୍ୟା କଲା ଏବଂ କାହିଁକି ହତ୍ୟା କଲା ତାହାର ତଦନ୍ତ ଚାଲିଥିବା ବେଳେ ନୟାଗଡରୁ ଆଉ ଏକ ଶିଶୁ କନ୍ୟା ନିଖୋଜ ଘଟଣା…
error: Content is protected !!
Open chat