Browsing Tag

Ganjam

ସରପଞ୍ଚଙ୍କ ନିଷ୍ଠା ଓ ପରିଶ୍ରମ ପାଇଁ ଆରୋଗ୍ୟ ହାର ବଢୁଛି , ମୃତ୍ୟୁହାର କମୁଛି-ମୁଖ୍ୟମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୧/୦୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚମାନଙ୍କ ସହିତ କୋଭିଡ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ। ଗଞ୍ଜାମ ଜିଲ୍ଲାରେ କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ପାଇଁ…

ରାଜ୍ୟ ପ୍ରଶାସନିକ ସ୍ତରରେ ଛୋଟ ଧରଣର ଅଦଳ ବଦଳ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୩/୦୮ :  ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଆଜି ସରକାର ଉଭୟ ଆଇଏଏସ୍ ଏବଂ ଓଏଏସ୍ ସ୍ତରରେ ଏହି ଅଦଳ ବଦଳ କରିିିିିିିଥିବା ପ୍ରକାଶ। ଏଥିରେ ଛଅଜଣ ଆଇଏଏସ୍ ଏବଂ ଓଏଏସ୍ ଅଧିକାରୀଙ୍କ ବଦଳି କରାଯାଇଛି। ଏମାନଙ୍କ…
error: Content is protected !!
Open chat