ଗୁଜରାଟର ଅହମଦାବାଦସ୍ଥିତ କୋଭିଡ୍-୧୯ ଶ୍ରେ’ ହସ୍ପିଟାଲ୍ରେ ଭୀଷଣ ଅଗ୍ନିକାଣ୍ଡ : ୮ ମୃତ , ଶୋକ ପ୍ରକାଶ କଲେ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଅହମଦାବାଦ ୦୬/୦୮: ଗତ ରାତିରେ ଗୁଜରାଟର ଅହମଦାବାଦସ୍ଥିତ ଏକ ଘରୋଇ କୋଭିଡ୍-୧୯ ହସ୍ପିଟାଲ୍ରେ (ଶ୍ରେ’)ଭୀଷଣ ଅଗ୍ନିକାଣ୍ଡ ଘଟି ଅନ୍ୟୂନ ୮ଜଣ ରୋଗୀ ପ୍ରାଣ ହରାଇଛନ୍ତି। ଅହମଦାବାଦର ନବରଙ୍ଗପୁର ଅଞ୍ଚଳରେ ଅବସ୍ଥିତ ଉକ୍ତ ହସ୍ପିଟାଲ୍ର ଚତୁର୍ଥ ତାଲାରେ!-->…