ଛାଡ଼ଖାଇ ପୂର୍ବରୁ ଛେଳି ଚୋରି: ଗୁହାଳରେ କାର ଲଗାଇ ୨୦ ଅଧିକ ଖାସି ନେଇଗଲେ ଦୁର୍ବୃତ୍ତ, ସିସିଟିଭିରେ କଏଦ ହେଲା…
ଗୋପ : ଗୋପ ଥାନା ଅଞ୍ଚଳରେ ପୁଣି ମାତିଲେ ଛେଳି ଚୋର । ସେମାନେ ଗୋଟିଏ ରାତିରେ ୨୦ରୁ ଅଧିକ ଛେଳି ଚୋରି କରିଛନ୍ତି। ଚୋରମାନେ ବ୍ୟବହାର କରିଥିବା କାର୍ର ଛବି ସିସିଟିଭିରେ କଏଦ ହୋଇଛି । ଅଭିଯୋଗ ଆଧାରରେ ଗୋପ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଗୋପ ଥାନା ବନ୍ତଳୀ ପଞ୍ଚାୟତର!-->!-->!-->!-->!-->…