Browsing Tag

god

ହିନ୍ଦୁ ଦେବୀ-ଦେବତାଙ୍କୁ ଫେସବୁକରେ ଅଭଦ୍ର ମନ୍ତବ୍ୟ ଦେଇ କିରଣ ଯାଦବ ଗିରଫ

ବୈଶାଳୀ,୧୮।୧୨:ସୋସିଆଲ ମିଠିଆରେ ସବୁବେଳେ ହିନ୍ଦୁ ଦେବା-ଦେବୀଙ୍କ ବିରୋଧରେ ଅଭଦ୍ର ମନ୍ତବ୍ୟ ଦେଉଥିବା ବିହାରର କିରଣ ଯାଦବ ଗିରଫ ହୋଇଛନ୍ତି। କିରଣ ଯାଦବଙ୍କ ଉପରେ ଲୋକଙ୍କ ଧାର୍ମିକ ଭାବନାକୁ ଆଘାତ ଦେଉଥିବାର ଅଭିଯୋଗ ରହିଛି। ସୋସିଆଲ ମିଡିଆ ଜରିଆରେ ଗତ କିଛି ଦିନ ଧରି  ଖୁବ୍ ଚର୍ଚ୍ଚାର…

ପୁରୀ ପେଣ୍ଠକଟାରେ ଚର୍ଚ୍ଚା :କଙ୍କଡ଼ା ଦେହରେ ଠାକୁରଙ୍କ ନୃସିଂହ ଅବତାରର ଦୃଶ୍ୟ

ପୁରୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କଙ୍କଡ଼ା ଶରୀରରେ ଠାକୁରଙ୍କ ଛବି! ନିରେଖିଲେ ଠାକୁରଙ୍କ ନୃସିଂହ ଅବତାରର ଦୃଶ୍ୟ । ଏହି ବିଚିତ୍ର କଙ୍କଡ଼ା ଦେଖିବାକୁ ପେଣ୍ଠକଟାରେ ଭିଡ଼ ଲାଗିଛି । ପେଣ୍ଠକଟା ବେହେରା ସାହିର ଜନାର୍ଦ୍ଦନ ବେହେରା । ସେ ଜଣେ ମାଛ ବ୍ୟବସାୟୀ । ରବିବାର…

ଦୁଷ୍କର୍ମ ଅଭିଯୋଗରେ ଜଡିତ ଭଣ୍ଡ ବାବା ତଥା ଫେରାର ଆତ୍ମଘୋଷିତ ଭଗବାନ ସ୍ୱାମୀ ନିତ୍ୟାନନ୍ଦଙ୍କ ନିଜସ୍ୱ ନୂଆ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୮: ଆତ୍ମଘୋଷିତ ଭଗବାନ ସ୍ୱାମୀ ନିତ୍ୟାନନ୍ଦଙ୍କ ନୂଆ ବ୍ୟାଙ୍କ । ଦୁଷ୍କର୍ମ ଓ ଅପହରଣ ଭଳି ଅପରାଧରେ ଜଡିତ ଏହି ଭଣ୍ଡ ବାବା ଭାରତ ଛାଡି ଫେରାର ହେବା ପରେ ନିଜର ସ୍ୱତନ୍ତ୍ର ଦେଶ ଗଢିଥିବା ଦାବି କରିଥିଲେ । ଏବେ ବ୍ୟାଙ୍କ ଖୋଲିବା ନେଇ ଘୋଷଣା…
error: Content is protected !!
Open chat