ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ସୌରଭ ଗାଙ୍ଗୁଲି, ରାଜନୈତିକ ମହଲରେ ଚର୍ଚ୍ଚା
କୋଲକାତା,୨୭/ ୧୨: ଆଗକୁ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ରାଜନୈତିକ ଦଳ। ଏସବୁ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଭାପତି ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି କରିବା ନେଇ ଚର୍ଚ୍ଚା ଜୋର!-->…