Browsing Tag

Govt of Odisha

୧୦୦ ଟଙ୍କାରେ କରୋନା ଟେଷ୍ଟ କରିବାକୁ ଘରୋଇ ହସ୍ପିଟାଲକୁ ସ୍ବାସ୍ଥ୍ୟବିଭାଗର ନିର୍ଦେଶ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ କମି ଚାଲିଥିବାବେଳେ ଏହାକୁ ତାଳଦେଇ ବିଭିନ୍ନ ପ୍ରକାର ପରୀକ୍ଷା ମୂଲ୍ୟରେ ମଧ୍ୟ ହ୍ରାସ ପାଇଛି। ଜୁଲାଇରେ ରାପିଡ଼ ଆଣ୍ଟିଜେନ୍ ଟେଷ୍ଟ ପାଇଁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ୪୫୦ ଟଙ୍କା ଦର ଧାର୍ଯ୍ୟ କରାଯାଇଥିବାବେଳେ ସୋମବାର ଏହାକୁ…

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଟୁଇଟ୍ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି। ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ…

ସ୍କୁଲ ଫି’ ଛାଡ଼ ମାମଲା : ହାଇକୋର୍ଟରେ ଆବେଦନକାରୀଙ୍କ ସତ୍ୟପାଠ ଦାଖଲ, ଘରୋଇ ସ୍କୁଲ ଫି’ ନିୟନ୍ତ୍ରଣ ପାଇଁ ସରକାରଙ୍କ…

କଟକ : ଘରୋଇ ସ୍କୁଲ ଗୁଡିକର ଫି ନିର୍ଦ୍ଧାରଣ ଓ ନିୟନ୍ତ୍ରଣ ପାଇଁ କିଛି ବ୍ୟବସ୍ଥା ନାହିଁ ବୋଲି ସତ୍ୟପାଠ ମାଧ୍ୟମରେ ସରକାର ପୂର୍ବରୁ ସ୍ପଷ୍ଟ କରିଥିବାବେଳେ ସୋମବାର ଆବେଦନକାରୀଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇ ସରକାରଙ୍କ ପୂର୍ଣ୍ଣ କ୍ଷମତା ଏହି ପ୍ରସଙ୍ଗରେ ରହିଛି ବୋଲି ଦର୍ଶାଯାଇଛି।…

ଏଣିକି ସବୁ ଜରୁରୀ ସେବା ପାଇବା ପାଇଁ ଗୋଟିଏ ହେଲ୍‌ପ୍‌ଲାଇନ୍ ନମ୍ବର‌

୧୧୨ ତ୍ବରିତ ସେବା ପାଇଁ ,୧୦୯୮ଟି ପଦବୀ ମଧ୍ୟ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର : ରାଜ୍ୟରେ ପୁଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୁଲିସ, ଆମ୍ବୁଲାନ୍‌ସ, ଦମକଳ ତଥା…

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି…

ରାଜ୍ୟର ଓଡ଼ିଆ ଓ ଇଂରାଜୀ ମାଧ୍ୟମ ଘରୋଇ ବିଦ୍ୟାଳୟ ଗୁଡିକର ଫି ୩୦% ପର୍ଯ୍ୟନ୍ତ କମିପାରେ

ସ୍କୁଲ ଫି’ ଛାଡ଼କୁ ନେଇ ବୈଠକରେ ସହମତି କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୧/୦୯: କରୋନାକୁ ନେଇ ରାଜ୍ୟରେ ସମସ୍ତ ବିଦ୍ୟାଳୟ ବନ୍ଦ ଥିବାବେଳେ ଅନ୍‌ଲାଇନ୍‌ ଯୋଗେ ଚାଲିଛି ପାଠପଢା। ତେବେ ସ୍କୁଲ୍‌ ଫି’ ହ୍ରାସକୁ ନେଇ ଅଭିଭାବକ ସଂଘ ଓ ବିଦ୍ୟାଳୟ ସଂଘ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ…

ଅନଲକ ୪.୦ : କେଉଁଗୁଡ଼ିକୁ ଅନୁମତି ମିଳିବ ? ୧ରୁ ଯାତ୍ରୀବାହୀ ବସ ଚଳାଚଳକୁ ଅନୁମତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ରାଜ୍ୟରେ କଟକଣାକୁ କିଛିଟା କୋହଳ କରିଛନ୍ତି । ନିମ୍ନ…

ଭାରତ ସରକାରଙ୍କ ଉଦ୍ୟମ ଓଡ଼ିଶାରେ ପର୍ଯ୍ୟଟନକୁ ବିକଶିତ କରିବ : ଧର୍ମେନ୍ଦ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ଓଡ଼ିଶା ବିଭିନ୍ନ ପ୍ରକାରର ଜୈବ ବିବିଧତା ସହ ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ସଂରକ୍ଷଣ ପାଇଁ ଉଦ୍ୟମ ଏବଂ ଜୈବ-ବିବିଧତାକୁ ସଶକ୍ତ କରିବାର…

ଭଦ୍ରକ ଆରଡିସ୍ଥ ବାବା ଆଖଣ୍ଡଳମଣିଙ୍କ ମନ୍ଦିର : ଗର୍ଭଗୃହରେ ପସିଲା ଲଘୁଚାପ ଜନିତ ଅବିଶ୍ରାନ୍ତ ବର୍ଷା ଜଳ –…

ଭଦ୍ରକ/ଆରଡି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୮ : ଲଘୁଚାପ ପ୍ରଭାବରେ ଅବିଶ୍ରାନ୍ତ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲା ଆରଡିସ୍ଥ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ବର୍ଷା ପାଣି ପଶି ବାବାମଣିଙ୍କ ବିଗ୍ରହ ବୁଡିଯାଇଥିବାର ଦେଖିବାକୁ ମିଳିଛି । ଲଘୁଚାପ ପ୍ରଭାବରେ ଗତ ତିନିଦିନ ଧରି ଲଗାଣ ବର୍ଷା…

ରାଜ୍ୟରେ ଶସ୍ତା ହେଲା କୋଭିଡ୍‌ ଟେଷ୍ଟ : ଘରୋଇ ଲାବରେ ଆରଟି-ପିସିଆର ପରୀକ୍ଷା ଦର ୧୨ ଶହ ଟଙ୍କାକୁ କମାଇଲେ ରାଜ୍ୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ଶସ୍ତା ହେବ । 12ଶହ ଟଙ୍କାରେ ହେବ ଆର୍‌ଟି ପିସିଆର ଟେଷ୍ଟ । 2200 ଟଙ୍କାରୁ କମି 12 ଶହ ଟଙ୍କା ହେବ କୋଭିହ୍‌ ଟେଷ୍ଟ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ…
error: Content is protected !!
Open chat