ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୮: ଜାନୁଆରିରୁ ଗୃହରକ୍ଷୀମାନେ ପ୍ରତିଦିନ ୫୩୩ ଟଙ୍କା ପ୍ରାପ୍ୟ ପାଇବେ। ଏ ବାବଦ ବକେୟା ପ୍ରାପ୍ୟ ଗୃହରକ୍ଷୀଙ୍କୁ ତିନି ମାସ ମଧ୍ୟରେ ପ୍ରଦାନ କରାଯିବ। ଆଜି ଗୃହରକ୍ଷୀଙ୍କ ସଂପର୍କିତ ରିଟ୍ ଅପିଲର ଶୁଣାଣି କରି ହାଇକୋର୍ଟ ଏପରି ରାୟ!-->…