ଶିକ୍ଷାନୁଷ୍ଠାନରେ ସରସ୍ବତୀ ପୂଜାକୁ ମିଳିଲା ଅନୁମତି
ଫେବୃୟାରୀ ମାସ ପାଇଁ କୋଭିଡ ନିୟମାବଳୀ ଜାରି କଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର ୩୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ ପକ୍ଷରୁ ଜାରି ହୋଇଛି ଫେବୃୟାରୀ ମାସର କୋଭିଡ ନିୟମାବଳୀ। ଏଥିରେ ରାତ୍ରୀକାଳୀନ କର୍ଫ୍ୟୁକୁ କୋହଳ କରାଯାଇଥିବାବେଳେ!-->!-->!-->…