ମାସ୍କ ନ ପିନ୍ଧିଲେ କରିବାକୁ ହେବ କରୋନା କେନ୍ଦ୍ରରେ ସେବା
ମାସ୍କ ଏବଂ ସାମାଜିକ ଦୂରତା କରୋନା ଯୁଦ୍ଧର ବଡ଼ ଅସ୍ତ୍ର। ସେଥିଲାଗି ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଜନସାଧାରଣଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ଅନେକ ରାଜ୍ୟରେ ଏହି ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ଜରିମାନା ଲାଗୁ କରାଯାଇଛି। କିନ୍ତୁ ନାଁ ଲୋକେ ମାସ୍କ ପିନ୍ଧୁଛନ୍ତି ନା!-->…