ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ – ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶରେ ବିକଶିତ ଦୁଇଟି କୋଭିଡ୍ ୧୯ ଟିକା ଦ୍ୱାରା ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। କୋଭିଡ୍ ୧୯ ମହାମାରୀ ସମସ୍ୟାର ସମାଧାନ ଲାଗି ଉଦ୍ଦିଷ୍ଟ ଏହି ଦୁଇଟି ଭାରତୀୟ ଟିକା ଦ୍ୱାରା ସମ୍ପୂର୍ଣ୍ଣ ବିଶ୍ୱ!-->…