ସେପ୍ଟେମ୍ବର ମାସକୁ ‘ପୋଷଣ ମାସ’ ଭାବେ ପାଳନ କରାଯିବ: ପ୍ରଧାନମନ୍ତ୍ରୀ ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସେପ୍ଟେମ୍ବର ମାସ ସାରା ଦେଶରେ ‘ପୋଷଣ ମାସ’!-->…