Browsing Tag

himachal pradesh

କଙ୍ଗନା ରଣାୱତଙ୍କୁ ସୁରକ୍ଷା ଯୋଗାଇବାକୁ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୭/୦୯ : ବଲିଉଡ ଫିଲ୍ମ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ହିମାଚଳ ପ୍ରଦେଶ ସରକାର ଏବେ ସୁରକ୍ଷା ଦେବେ। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ରାଜ୍ୟର ଡିଜିପିଙ୍କୁ ଏହି ନି​‌ର୍ଦ୍ଦେଶ ଜାରି କରିଛନ୍ତି। ​‌କଙ୍ଗନା କିଛି ଦିନ ପୂର୍ବରୁ ହିଁ…

ଏଲଏସିରେ ଭାରତ-ଚୀନ୍ ମଧ୍ୟରେ ବଢିଲା ବିବାଦ, ସେନାକୁ ସତର୍କ ରହିବାକୁ ଗୃହ ମନ୍ତ୍ରଣାଳୟର ନିର୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଲଦାଖ ୦୨/୦୯ : ଏଲଏସିରେ ଭାରତ-ଚୀନ୍ ମଧ୍ୟରେ ବିବାଦ ଭିତରେ କେନ୍ଦ୍ର ଗୃହମନ୍ତ୍ରଣାଳୟ ବୁଧବାର ଆଲର୍ଟ ଜାରି କରିଦେଇଛି। ଗୃହମନ୍ତ୍ରଣାଳୟ ଭାରତ-ଚୀନ୍, ଭାରତ-ନେପାଳ ଓ ଭାରତ-ଭୁଟାନ ସୀମାରେ ସୁରକ୍ଷାକର୍ମୀଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି।…

ପ୍ରଧାନମନ୍ତ୍ରୀ ମୋଦି ଉଦଘାଟନ କରିବେ ଦୁନିଆର ସବୁଠାରୁ ଉଚ୍ଚରେ ନିର୍ମିତ ଅଟଳ ରୋହତଙ୍ଗ ସୁଡ଼ଙ୍ଗ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୮: ହିମାଚଳ ପ୍ରଦେଶ ରୋହତଙ୍ଗ ପାସ୍ ତଳେ ନିର୍ମାଣ ହୋଇଥିବା ଦୁନିଆର ସବୁଠାରୁ ଉଚ୍ଚ ସ୍ଥାନରେ ଥିବା ଅଟଳ ରୋହତଙ୍ଗ ସୁଡ଼ଙ୍ଗ ପ୍ରସ୍ତୁତ ହୋଇଛି | ରଣାଟିନି ଓ ସୁରକ୍ଷା ଦୃଷ୍ଟିକୋଣରୁ ଏହା ବହୁତ ମହତ୍ଵପୁର୍ଣ | ଏହାକୁ ସୀମା ସଡକ ସଂଗଠନ ଦ୍ୱାରା…
error: Content is protected !!
Open chat