ରାଉରକେଲା: ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି
ରାଉରକେଲା: ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି l ସଭାପତି ନରେନ୍ଦ୍ର ବାତ୍ରାଙ୍କ ନେତୃତ୍ୱରେ ଏକ ଟିମ୍ ସକାଳ ପ୍ରାୟ ୯ଟାରେ ଷ୍ଟାଡିୟମରେ ପହଞ୍ଚିଥିଲେ l ସେମାନଙ୍କ ସହ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ଆରଏମସି କମିସନର ଦିବ୍ୟଜ୍ୟୋତି ପରିଡା!-->…