ସର୍ବଭାରତୀୟ ଲୋକସେବା ପରୀକ୍ଷାଫଳ ପ୍ରକାଶିତ : କୃତକାର୍ଯ୍ୟ ହେଲେ ୮୨୯ ଜଣ ପରୀକ୍ଷାର୍ଥୀ, ଟପଟେନରେ ଓଡ଼ିଶାରୁ ୨ ଜଣ
ଭୁବନେଶ୍ୱର / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଇଏଏସ୍, ଆଇପିଏସ୍, ଆଇଆର୍ଏସ୍, ଆଇଏଫ୍ଏସ ଆଦି ବିଭିନ୍ନ ସର୍ବଭାରତୀୟ ସେବା ବର୍ଗରେ ନିଯୁକ୍ତି ଲାଗି ଭାରତୀୟ ଲୋକସେବା ଆୟୋଗ ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ସମୁଦାୟ!-->…