ରାଜ୍ୟ ପ୍ରଶାସନିକ ସ୍ତରରେ ଛୋଟ ଧରଣର ଅଦଳ ବଦଳ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୩/୦୮ : ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଆଜି ସରକାର ଉଭୟ ଆଇଏଏସ୍ ଏବଂ ଓଏଏସ୍ ସ୍ତରରେ ଏହି ଅଦଳ ବଦଳ କରିିିିିିିଥିବା ପ୍ରକାଶ। ଏଥିରେ ଛଅଜଣ ଆଇଏଏସ୍ ଏବଂ ଓଏଏସ୍ ଅଧିକାରୀଙ୍କ ବଦଳି କରାଯାଇଛି। ଏମାନଙ୍କ!-->…