ପରୀ ଯଦି ନ୍ୟାୟ ନପାଇଲା ତେବେ ସରକାରଙ୍କ କ୍ଷମତାରେ ରହିବାର ଅଧିକାର ନାହିଁ : ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ବର : ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ରହିଛି। ପରୀକୁ କିଏ ହତ୍ୟା କରିଛି, କାହିଁକି ହତ୍ୟା କରିଛି ଓ ଏହା ପଛର ମୁଖ୍ୟ ଖଳନାୟକ କିଏ, ତାକୁ ଜାଣିବା ପାଇଁ ସମସ୍ତେ ଉକ୍ରଣ୍ଠାର ସହ ଚାହିଁବସିଛନ୍ତି । ତେବେ ଏହାରି ନୟାଗଡ଼ର ପରୀ ହତ୍ୟା!-->…