ଚୀନକୁ ଆଉ ଏକ ଝଟ୍ କା : ଅଟୋମୋବାଇଲ ଉପକରଣ ଆମଦାନୀ କମାଇବ ଭାରତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୩/୦୮: ଚାଇନାରୁ ହେଉଥିବା ଅଟୋ ଯନ୍ତ୍ରାଂଶ ଆମଦାନୀ ଉପରେ ଏବେ କଟକଣା ଲଗାଇବାକୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର ଅଟୋମୋବାଇଲ ମାନୁଫାକ୍ଚରିଂର ସମ୍ପୂର୍ଣ୍ଣ ଭାଲ୍ୟୁ ଚେନ ଉପରେ ଉତ୍ପାଦନକାରୀଙ୍କୁ ରିପୋର୍ଟ!-->…