ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ, ଆୟୋଗଙ୍କ ଜବାବ ତଲବ
ଭୁବନେଶ୍ୱର ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନସିଆରବି) ତଥ୍ୟ ଅନୁଯାୟୀ ଦେଶରେ ଶିଶୁ ଯୌନ ନିର୍ଯାତନାରେ ଓଡ଼ିଶା ଚତୁର୍ଥ ସ୍ଥାନରେ ରହିଛି। ଏହି ଘଟଣାକୁ ନେଇ ସଂସଦରେ ଆଲୋଚନା ହେବା ପରେ ଜାତୀୟ ଶିଶୁ ସୁରକ୍ଷା ଆୟୋଗଙ୍କ ପକ୍ଷରୁ ରାଜ୍ୟ ଆଇନ ବିଭାଗକୁ ବିବରଣୀ!-->…