ରାଜସ୍ଥାନରେ ଟିକାକରଣ ବାଧ୍ୟତାମୂଳକ
ନୂଆଦିଲ୍ଲୀ ୨୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ରାଜ୍ୟରେ ଟିକାକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜସ୍ଥାନ ସରକାର । ଦେଶର ୧୭ ରାଜ୍ୟ ସହ ରାଜସ୍ଥାନରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।!-->…