ୟୁପିକୁ ଫେରିଲା ଲାଗିଲା ନାଇଟ୍ କର୍ଫ୍ୟୁ
ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପୁଣି ଉତ୍ତର ପ୍ରଦେଶକୁ ଫେରିଲା ନାଇଟ୍ କର୍ଫ୍ୟୁ । । ଉତ୍ତରପ୍ରଦେଶ ସରକାର ପ୍ରଥମ ପର୍ୟ୍ୟାୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇଟ୍ କର୍ଫ୍ୟୁ ଲଗାଇଛନ୍ତି ଉତ୍ତର ପ୍ରଦେଶ ସରକାର ।!-->…