Browsing Tag

india

ଦ୍ୱିତୀୟ ଟି-୨୦: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ କଲା କମାଲ , ୨-୦ରେ ଶୃଙ୍ଖଳା ଜିତିଲା ଭାରତ

ସିଡନି: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସିଡନି କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ପକ୍ଷରୁ ମିଳିଥିବା ୧୯୫ ରନ୍‌ର ବିଜୟ ଲକ୍ଷ୍ୟକୁ ଭାରତ ୪ଟି  ଉଇକେଟ୍‌ ହରାଇ ୧୯.୪ ଓଭରରେ ପୂରା କରିଛି। ଏହି…

ପ୍ରଥମ ଟି-୨୦ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ଭାରତ

କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୧୧ ରନରେ ବିଜୟ ହାସଲ କରିଛି । ୧୬୨ ରନର ପିଛା କରିବାକୁ ଯାଇ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୫୦ ରନ କରିପାରିଥିଲା । ଦଳ ପକ୍ଷରୁ ଆର୍ସି…

ଶେଷ ଦିନିକିଆ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କଲା ଭାରତ

କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଚଳିତ ସିରିଜର ଶେଷ ଦିନିକିଆ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି । ତେବେ ପୂର୍ବରୁ ୨ଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ଏହି ତିନିଟିକିଆ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିନେଇଛି । …

ଦେଶରେ ଉତ୍ତମ ଗୁଣର ଉଚ୍ଚଶିକ୍ଷା ପାଇଁ ସରକାରଙ୍କ ପ୍ରୟାସ :ଭାରତରେ ଖୋଲିବ ଅକ୍ସଫୋର୍ଡ, ୟେଲ ବିଶ୍ବବିଦ୍ୟାଳୟ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : ଭାରତୀୟ ବିଶ୍ବବିଦ୍ୟାଳୟଗୁଡ଼ିକରୁ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀମାନେ ମାଇକ୍ରୋସଫ୍ଟ ଠାରୁ ଆରମ୍ଭ କରି ଗୁଗଲ୍‌ ପର୍ଯ୍ୟନ୍ତ ବିଶ୍ବସ୍ତରୀୟ କମ୍ପାନିର ମୁଖ୍ୟ ହୋଇପାରିଛନ୍ତି। ତେବେ ଭାରତୀୟ ବିଦ୍ୟାର୍ଥୀମାନେ ୟେଲ୍‌, ଅକ୍ସଫୋର୍ଡ ଓ ଷ୍ଟାନଫୋର୍ଡ…

ବେସରକାରୀ ସ୍କୁଲଙ୍କ ଧମକ : ଫି’ ଦେବା ପାଇଁ ଅଳଙ୍କାର ବିକିବା ସହ ଫିକ୍ସ ଡିପୋଜିଟ୍‌କୁ ମଧ୍ୟ ଭାଙ୍ଗିବାକୁ ବାଧ୍ୟ…

ଗୁରୁଗ୍ରାମ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୬-୦୯-୨୦ : ମିଲେନିୟମ୍ ସିଟିରେ ଥିବା ବଡ ସ୍କୁଲରେ ନିଜ ପିଲାଙ୍କୁ ପଢ଼ାଇବା ବାପା ମା’ଙ୍କର ସ୍ବପ୍ନ ଥାଏ। କିନ୍ତୁ ଏବେ ଫି’ ପ୍ରଦାନ କରିବା ପାଇଁ ଅଭିଭାବକଙ୍କ ଉପରେ ଚାପ ପ୍ରୟୋଗ କରାଯାଉଛି। ମାର୍ଚ୍ଚ ମାସରୁ ଏବେ ସୁଦ୍ଧା ଲକ୍ଷେ ଟଙ୍କା…

ଭାରତରେ ୫୦% ଦକ୍ଷତା ଥିବା ଟିକାକୁ ମଧ୍ୟ ଅନୁମତି ମିଳିବ : ଆଇସିଏମ୍‌ଆର୍‌ ମୁଖ୍ୟ ଡ. ବଳରାମ ଭାର୍ଗବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ଟିକା ଉପରେ ଏବେ ସାରା ବିଶ୍ୱର ନଜର । ଅନେକ ଟିକାର ଶେଷ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଛି । କିନ୍ତୁ କୌଣସି ଟିକା ବର୍ତ୍ତମାନସୁଦ୍ଧା ବଜାରରେ ବିକ୍ରି ନିମନ୍ତେ ଅନୁମତି ପାଇନି । ପରୀକ୍ଷଣରେ ମୁଖ୍ୟତଃ ଟିକାର ସୁରକ୍ଷା ଏବଂ…

କରୋନା ଡ଼ର: ଭାରତ ସହ ୩ ଦେଶ ସହ ବିମାନ ଚଳାଚଳ ଉପରେ ସାଉଦୀ ସରକାରଙ୍କ ପ୍ରତିବନ୍ଧକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ସଂକ୍ରମଣର କ୍ରମବର୍ଧିଷ୍ଣୁ ବିପଦକୁ ଦୃଷ୍ଟିରେ ରଖି ସାଉଦୀ ଆରବ ସରକାର ଭାରତ ସହ ବିମାନ ଚଳାଚଳ ଉପରେ ଅଙ୍କୁଶ ଲଗାଇଛନ୍ତି । ଭାରତ ସହ ବ୍ରାଜିଲ, ଆର୍ଜେଣ୍ଟିନାରୁ ମଧ୍ୟ ଯାତ୍ରୀଙ୍କ ଯାତାୟତ ଉପରେ କଟକଣା ଜାରି କରାଯାଇଛି। …

ଭାରତକୁ ୧୦କୋଟି କରୋନା ଟିକା ଡୋଜ ବିକିବ ରୁଷ୍‌

ମସ୍କୋ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଭାରତକୁ ୧୦କୋଟି କରୋନା ଟିକା ‘ସ୍ପୁଟିନିକ-ଭି’ ବିକ୍ରି କରିବ ରୁଷ୍। ରୁଷର ସଭରେନ ୱେଲଥ୍‌ ଫଣ୍ଡ ଭାରତର ଔଷଧ ପ୍ରସ୍ତୁତକାରୀ କମ୍ପାନୀ ଡକ୍ଟର ରେଡ୍ଡିକୁ ଏହି ଟିକା ବିକ୍ରି କରିବାକୁ ସମ୍ମତି ପ୍ରକାଣ କରିଛି। ଏଥିପାଇଁ ରୁଷର…

ଚୀନ ଉପରେ ଭାରତର ଆଉ ଏକ ଡିଜିଟାଲ୍ ଷ୍ଟ୍ରାଇକ, PUBG ସହ ବ୍ୟାନ ହେଲା ୧୧୮ ଚାଇନା ଆପ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : କେନ୍ଦ୍ର ସରକାର PUBG ସମେତ 118 ଟି ଚାଇନାର ମୋବାଇଲ୍ ଆପ୍ଲିକେସନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କେନ୍ଦ୍ର ସରକାରଙ୍କ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ବୁଧବାର ଦିନ PUBG ସମେତ 118 ଟି ଆପ୍ ଉପରେ ପ୍ରତିବନ୍ଧକ ଲଗାଇଛି।…

ଭାରତ-ଚୀନ ପୁଣି ମୁହାଁମୁହିଁ ହେଲେ : ପାଙ୍ଗୋଙ୍ଗ ହ୍ରଦ ନିକଟରେ ଚୀନର ଅନୁପ୍ରବେଶ ଉଦ୍ୟମକୁ ବିଫଳ କଲା ଭାରତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୮: ସୀମାନ୍ତରେ ପୁଣି ଥରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି।  ଜୁନ ୧୫ପରେ ଏବେ ପୁଣି ଥରେ ଚୀନ ସେନା ସୀମା ଅତିକ୍ରମ କରିବା ପାଇଁ ଉଦ୍ୟମ କରିଛି। ପୂର୍ବ ଲଦାଖର ପାଙ୍ଗୋଙ୍ଗ ହ୍ରଦ ନିକଟରେ…
error: Content is protected !!
Open chat