Browsing Tag

ipl

ଆଜିଠାରୁ ଆଇପିଏଲ୍‍ର ୧୩ଶ ସଂସ୍କରଣ

ମୁମ୍ବଇ ଇଣ୍ଡିଆନ୍ସ-ଚେନ୍ନଇ ସୁପର କିଙ୍ଗସ୍‌ ଉଦ୍‌ଘାଟନୀ ମ୍ୟାଚ ଆବୁଧାବି/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୯-୦୯-୨୦ : ସମସ୍ତ କଳ୍ପନା ଜଳ୍ପନାର ଅନ୍ତଃ ହେବାକୁ ଯାଉଛି। ଶନିବାରଠାରୁ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ…

ରବିବାର ଦିନ ପ୍ରକାଶ ପାଇବ ଆଇପିଏଲ୍ ୨୦୨୦ ସମୟ ସୂଚୀ: ଅଧ୍ୟକ୍ଷ ବ୍ରଜେଶ ପଟେଲ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦୁବାଇ ୦୫/୦୯ : ରବିବାର ଦିନ ‘ଇଣ୍ଡିଆନ୍ ପ୍ରିମିୟର୍‌ ଲିଗ୍’ର ୧୩ଶ ସଂସ୍କରଣ ପ୍ରକାଶ ପାଇବ ବୋଲି ଅଧ୍ୟକ୍ଷ ବ୍ରଜେଶ ପଟେଲ୍ ସୁନିଶ୍ଚିତ କରି କହିଛନ୍ତି। ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ୍ ଆରବ ଏମିରେଟ୍‌ସ୍ ଏହି ଅର୍ଥ-ସମୃଦ୍ଧ ଲିଗ୍ ଆରମ୍ଭ ହେବାକୁ ଧାର୍ଯ୍ୟ…

ବହୁ ପ୍ରତୀକ୍ଷିତ ଆଇପିଏଲ ଟୁର୍ଣ୍ଣାମେଣ୍ଟ ୨୦୨୦କୁ ସରକାର ଅନୁମତି ଦେଲେ : ୨୨୨ କୋଟି ଟଙ୍କା ଦେଇ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୮: ସେପ୍ଟେମ୍ବର ୧୯ରୁ ନଭେମ୍ବର ୮ ମଧ୍ୟରେ ସମସ୍ତ ମ୍ୟାଚ ଆୟୋଜନ କରାଯିବ। ଶେଷରେ ବହୁ ପ୍ରତୀକ୍ଷିତ ଆଇପିଏଲ ଟୁର୍ଣ୍ଣାମେଣ୍ଟ ପାଇଁ ସରକାର ଅନୁମତି ଦେଇଛନ୍ତି। ୟୁନାଇଟେଡ୍‌ ଆରବ ଏମିରେଟ୍‌ସ (ୟୁଏଇ)ରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯିବ ବୋଲି…

ୟୁଏଇରେ ଆଇପିଏଲ ଆୟୋଜନକୁ ଭାରତ ସରକାରଙ୍କ ଚୂଡ଼ାନ୍ତ ମଂଜୁରୀ ; ଦୁବାଇ, ସାରଜାହା ଓ ଆବୁଧାବିରେ ଖେଳାଯିବ ଆଇପିଏଲର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୮: ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ଼କୁ ଆଇପିଏଲ୍ ଆୟୋଜନ ନିମନ୍ତେ କେନ୍ଦ୍ର ସରକାର ବିଧିବଦ୍ଧ ମଞ୍ଜୁରୀ ଦେବା ପରେ ଲିଗ ଚେୟାରମ୍ୟାନ ବ୍ରିଜେଶ ପଟେଲ ଖେଳକୁ ନେଇ ସୂଚନା ଦେଇଛନ୍ତି । ସୋମବାର ଶ୍ରୀ ପଟେଲ ଦେଇଥିବା ସୂଚନା ଅନୁସାରେ ଆଇପିଏଲ୍…

ବର୍ଷକ ପାଇଁ ଅଲଗା ହେଲେ ଭିଭୋ – ବିସିସିଆଇ : ଭାରତୀୟ କ୍ରିକେଟ୍ ବୋର୍ଡର ପ୍ରେସ୍ ବିଜ୍ଞପ୍ତି ଦ୍ୱାରା ଘୋଷଣା

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ଭାରତ-ଚୀନ୍‌ ସୀମା ବିବାଦ ଭିତରେ ବିସିସିଆଇ ଚଳିତବର୍ଷ ପାଇଁ ଚୀନ ମୋବାଇଲ୍ କଂପାନି ସହ ସଂପର୍କ ଛିନ୍ନ କରିଛି। ଗୁରୁବାର ପ୍ରେସ୍ ବିଜ୍ଞପ୍ତି ପ୍ରକାଶ କରି ୟୁଏଇରେ ଆୟୋଜିତ ହେବାକୁ ଥିବା ଆଇପିଏଲ୍-୧୩ରେ ଭିଭୋ ମୁଖ୍ୟ ପ୍ରାୟୋଜକ ରହିବ ନାହିଁ…

ଚୀନ୍‌କୁ ଆଉ ଏକ ଝଟ୍‌କା, ଆଇପିଏଲ୍ ପ୍ରଯୋଜକରୁ ହଟିଲା ଚାଇନିଜ ମୋବାଇଲ କମ୍ପାନୀ “ଭିଭୋ”

ନୂଆଦିଲ୍ଲୀ: ଚୀନ୍ ଉପରେ ଭାରତର ଆଉ ଏକ ଶକ୍ତ ଜିଟିଟାଲ୍ ଝଟକା। ଭାରତ-ଚୀନ୍ ବିବାଦର ପ୍ରଭାବ ୨୦୨୦ ଆଇପିଏଲ୍ ଉପରେ ପଡ଼ିଛି। ଚଳିତ ବର୍ଷ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ରେ ‘VIVO’ ଟାଇଟଲ୍ ସ୍ପନସରରୁ ହଟିଯାଇଛି। ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲର ବୈଠକରେ ଚାଇନିଜ୍ ସ୍ପନସରକୁ ରିଟେନ୍…

ଆଇପିଏଲ୍‍ ଭାଷ୍ୟକାର ତାଲିକାରେ ସାମିଲ ପାଇଁ ମାଞ୍ଜ୍ରେକରଙ୍କ ଅନୁରୋଧ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୧/୦୮: ଚଳିତ ବର୍ଷ ମାର୍ଚ୍ଚରେ ପୂର୍ବତନ ଭାରତୀୟ ବ୍ୟାଟ୍‍ସମ୍ୟାନ ସଞ୍ଜୟ ମାଞ୍ଜ୍ରେକରଙ୍କୁ ତା’ର ଭାଷ୍ୟକାର ପ୍ୟାନେଲରୁ ବାଦ୍‍ ଦେଇଥିଲା ବିସିସିଆଇ। ଭାରତରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିରୋଧରେ ସୀମିତ ଓଭର ସିରିଜ୍‍ ପୂର୍ବରୁ ବିସିସିଆଇ ଏପରି…
error: Content is protected !!
Open chat