ୟୁରୋପରେ କରୋନାର ନୂଆ ରୂପ : ସ୍ପେନ୍ ଓ ଜାପାନରେ ୮ ଆକ୍ରାନ୍ତ ଚିହ୍ନଟ
ମାଦ୍ରିଦ୍ : ୟୁରୋପର କେତେକ ଦେଶରେ କରୋନାର ନୂଆ ରୂପ ଦେଖିବାକୁ ଦେଖିବାକୁ ମିଳିଛି। ସ୍ପେନ, ଜାପାନ, ଡେନ୍ମାର୍କ,ଜର୍ମାନୀ, ଇଟାଲୀ, ନେଦରଲ୍ୟାଣ୍ଡ ଏବଂ ଅଷ୍ଟ୍ରେଲିଆରେ ଏହି ନୂତନ ପ୍ରକାର କୋଭିଡ ସଂକ୍ରମଣ ଦେଖିବାକୁ ମିଳିଛି। ବ୍ରିଟେନରେ ଦେଖାଦେଇଥିବା କୋଭିଡର ନୂତନ ଜୀବାଣୁ ଦ୍ୱାରା!-->…