‘ସୋଆ ବିଶ୍ୱବିଦ୍ୟାଳୟ’ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଛି –…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୮ : ଦୁଇ ଦଶନ୍ଧି ତଳେ ଭୁବନେଶ୍ୱରରେ ଆରମ୍ଭ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ ଆଜି ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିପାରିଛି। ‘କେବଳ ଚାକିରି ଖଣ୍ଡେ ପାଇବା ପାଇଁ ଡିଗ୍ରି ଆହରଣ କର ନାହିଁ, ବରଂ ଜ୍ଞାନ ଆହରଣ କରି!-->…