ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ମୁରଲୀଧର
ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧରଙ୍କୁ ନିଯୁକ୍ତି ମିଳିଛି। ଜଷ୍ଟିସ୍ ମୁରଲୀଧରଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଆଜି (ଗୁରୁବାର) ପ୍ରକାଶ ପାଇଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜଷ୍ଟିସ୍ ମୁରଲୀଧର ୩!-->…