ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ବିଜେପି , ମୋଦିଙ୍କୁ ଚିଠି ଲେଖିଲେ ସୁବ୍ରମଣିୟମ ସ୍ୱାମୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଦାବି କରାଯାଇଛି। ସିବିଆଇ ତଦନ୍ତ ପାଇଁ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କଳକୀ ପ୍ରିୟାଙ୍କ ଆବେଦନ!-->…