Browsing Tag

kalinga jyoti report odisha odia khabar sambad byuro news reporter chief sambad data odia samaja post publish

ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ବିଜେପି , ମୋଦିଙ୍କୁ ଚିଠି ଲେଖିଲେ ସୁବ୍ରମଣିୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଦାବି କରାଯାଇଛି। ସିବିଆଇ ତଦନ୍ତ ପାଇଁ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କଳକୀ ପ୍ରିୟାଙ୍କ ଆବେଦନ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭: ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ଭାର ନେଇଛି କ୍ରାଇମ୍‌ବ୍ରାଞ୍ଚ। ପୁଲିସ ଡିଜି ଅଭୟ ଆଜି ନିର୍ଦ୍ଦେଶ ଦେବା ପରେ କ୍ରାଇମ୍‌ବ୍ରାଞ୍ଚ ତନାଘନା ଆରମ୍ଭ କରିଛି। ପୂର୍ବାହ୍ନ ୧୦ଟା ବେଳେ କ୍ରାଇମ୍‌ବ୍ରାଞ୍ଚର ତିନିଜଣିଆ ଟିମ୍‌ ରେଳବାଇ ଥାନାରେ…

ବାଚସ୍ପତି ସିପି ଯୋଶୀଙ୍କ ଭିଡିଓ ଭାଇରାଲ୍‌ ପରେ ଘନେଇଲା ରାଜସ୍ଥାନ ରାଜନୈତିକ ସଙ୍କଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ରାଜସ୍ଥାନ ବାଚସ୍ପତି ସିପି ଯୋଶୀ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ପୁଅ ବୈଭବ ଗେହଲଟ୍‌ଙ୍କ ମଧ୍ୟରେ ରାଜସ୍ଥାନ ରାଜନୈତିକ ସଙ୍କଟ ପ୍ରସଙ୍ଗରେ ହୋଇଥିବା ଏକ ଆଲୋଚନାର ଭିଡିଓ ଏବେ ଭାଇରାଲ୍‌ ହୋଇଛି ଏବଂ ଏହାକୁ ନେଇ ବଡ଼ ବିବାଦ ମୁଣ୍ଡ…

ଓଲିଉଡ ଅଭିନେତା ପିଂଟୁ ନନ୍ଦଙ୍କ ବିରୁଦ୍ଧରେ କାଷ୍ଟିଙ୍ଗ କାଉଚ ଓ ଅସଦାଚରଣ ଅଭିଯୋଗରେ ଥାନାରେ ଏତଲା ଦେଲେ ଯୁବତୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଜଣେ ସଂଘର୍ଷପୂର୍ଣ୍ଣ ଅଭିନେତ୍ରୀ ଓଲିଉଡ ଜଗତର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ପିଣ୍ଟୁ ନନ୍ଦ ଏବଂ ତାଙ୍କ ସହଯୋଗୀଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚର ଅଭିଯୋଗ କରିଛନ୍ତି । ମହିଳାଙ୍କ କହିବା କଥା ହେଲା ସିନେମାରେ ସୁଯୋଗ ଦେବାକୁ କହି…

କରୋନା ମୁକାବିଲା ଲାଗି ଟେଷ୍ଟିଂ ବଢ଼ିଥିବାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି : ଶାଳିନୀ ପଣ୍ଡିତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି । ଟେଷ୍ଟିଂ ବଢ଼ି ଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହା କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ…

କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ମଞ୍ଜୁର କଲେ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: : କରୋନାରେ ମୃତ୍ୟୁ ଘଟିଥିବା ଦୁଇ ଜଣ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ଏହି ପରିମାଣର ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ…

ସାମ୍‌ସଙ୍ଗ ଫୋନ‌ରେ ଗୁଗଲ ପ୍ରଡକ୍ଟକୁ ମିଳିବ ପ୍ରାଥମିକତା

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ଦକ୍ଷିଣ କୋରିଆ ଭିତ୍ତିକ କମ୍ପାନୀ ସାମ୍‌ସଙ୍ଗର ଫୋନଗୁଡିକରେ ଗୁଗଲ ପ୍ରଡକ୍ଟଗୁଡିକୁ ପ୍ରାଥମିକତା ମିଳିବାକୁ ଯାଉଛି। ଆଲ୍‌ଫାବେଟ୍‌ ଇଙ୍କ୍‌ର ଗୁଗଲ ଏବଂ ସାମ୍‌ସଙ୍ଗ ଇଲେକଟ୍ରୋନିକ୍ସ ମଧ୍ୟରେ ଏ ନେଇ ଏକ ବଡ ଡିଲ୍‌ ହେବାକୁ ଯାଉଛି ବୋଲି…

ରାଜ୍ୟର ପ୍ରଥମ ମହିଳା ଭାବେ ଏସ୍‌ସିବି ମେଡିକାଲର ଜଣେ ଛାତ୍ରୀ ପ୍ଲାଜମା ଦେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: ଜୁଲାଇ ୨୯:କରୋନାରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ପାଇଁ ପ୍ଲାଜମା ଏବେ ବେଶ ଆବଶ୍ୟକୀୟ ଓ ଶକ୍ତିଦାୟକ ମାଧ୍ୟମ ହୋଇଥିଲାବେଳେ ଏଥିପାଇଁ ରାଜ୍ୟସରକାର ପ୍ଲାଜବା ବ୍ୟାଙ୍କ ମାନ ସ୍ଥାପନ କରିଛନ୍ତି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ…

ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ : ଏଣିକି ୩ ବର୍ଷରୁ ନାମ ଲେଖା ; ଭାରତକୁ ଏକ ‘ଗ୍ଲୋବାଲ ନଲେଜ୍ ସୁପର ପାୱାର୍’ କରିବା…

ଅଙ୍ଗନବାଡ଼ି/ପ୍ରାକ୍ ବିଦ୍ୟାଳୟକୁ ବ୍ୟବସ୍ଥିତ ଓ ଦୃଢ଼ କରାଯିବମାତୃଭାଷା/ଆଞ୍ଚଳିକ ଭାଷାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ାଯିବସ୍କୁଲ୍‌ ଶିକ୍ଷାର ସବୁ ସ୍ତରରେ ସଂସ୍କୃତ ଭାଷା ବିକଳ୍ପ ଭାବେ ରହିବରାଜ୍ୟରେ ପ୍ରତିଷ୍ଠା ହେବ ଏସ୍‌ଏସ୍‌ଏସ୍‌ଏ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର…

ଆତଙ୍କବାଦୀଙ୍କ ଟାର୍ଗେଟରେ ଅଯୋଧ୍ୟା, ସତର୍କ କରାଇଲା “ର”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ଆଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଭୂମିପୂଜା କାର୍ଯ୍ୟକ୍ରମ ଉପରେ ଏବେ ସାରା ବିଶ୍ୱର ଦୃଷ୍ଟି ରହିଛି । ଏହା ଫଳରେ ଅଯୋଧ୍ୟା…
error: Content is protected !!
Open chat