ଚଳିତ ବର୍ଷ ହେବ ସ୍ବତନ୍ତ୍ର ଓଜେଇଇ, ଆସନ୍ତା କାଲିଠାରୁ ଅନଲାଇନ ଆବେଦନ ଆରମ୍ଭ
ଭୁବନେଶ୍ବର ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଜେଇଇ ଆୟୋଜନ କରାଯିବ । ଏଥିପାଇଁ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୩ରୁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ୧୦ । ଅଗଷ୍ଟ!-->…