୧୧ରେ ଖୋଲିବ ହୀରାକୁଦ ଗେଟ, ସତର୍କ ରହିବାକୁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପରାମର୍ଶ
ଭୁବନେଶ୍ବର ୦୮/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା ୧୧ତାରିଖ ପୂର୍ବାହ୍ନ ୧୧ଟାରେ ହୀରାକୁଦରୁ ବନ୍ୟା ଜଳ ନିଷ୍କାସନ ପାଇଁ ଗେଟ ଖୋଲିବ। ଚଳିତ ବର୍ଷ ପ୍ରଥମ ବନ୍ୟାଜଳ ନିଷ୍କାସନ ନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷଙ୍କ ଆଜି ସୂଚନା ଦେଇଛନ୍ତି। ବନ୍ୟା ଜଳ ନିଷ୍କାସନ ଦ୍ବାରା ମହାନଦୀ ଓ ଶାଖା!-->…