Browsing Tag

law

ଜୁନ୍ ୧୫ ତାରିଖରୁ ଗୁଜୁରାଟରେ ଲାଗୁ ହେବ ‘ଲଭ୍ ଜିହାଦ’ ଆଇନ: ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲ

ଗାନ୍ଧୀନଗର : ଗୁଜୁରାଟରେ ଆସନ୍ତା ଜୁନ୍ ୧୫ ତାରିଖରୁ ‘ଲଭ୍ ଜିହାଦ’ ଆଇନ ଲାଗୁ ହେବାକୁ ଯାଉଛି । ପ୍ରଥମେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ପରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ଆଇନ ଲାଗୁ ହେବା ପରେ ରାଜ୍ୟରେ ଜୋର ଜବରଦସ୍ତି ଧର୍ମ ପରିବର୍ତ୍ତନ ଓ…

କ୍ୟାବିନେଟର ବଡ ନିଷ୍ପତ୍ତି : ବିଶ୍ବବିଦ୍ୟାଳୟ ପରିଚାଳନା କ୍ଷେତ୍ରରେ ପରିବର୍ତ୍ତନକୁ ମୋହର: ରାଜ୍ୟର ସବୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୩/୦୯: ରାଜ୍ୟ କ୍ୟାବିନେଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଉଚ୍ଚଶିକ୍ଷା ବିଭାଗର କେତେକ ପ୍ରସ୍ତାବକୁ ଅନୁମୋଦନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଭିନ୍ନ…
error: Content is protected !!
Open chat