ଦୂର ହେବ କରୋନା, ସ୍ୱାଭାବିକ ହେବ ଜୀବନ ଜୀବିକା: ମୁଖ୍ୟମନ୍ତ୍ରୀ
ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ,!-->…