ପୁରୀ ମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ଆସିବ ସ୍ୱତନ୍ତ୍ର ଆଇନ୍ : ମୁଖ୍ୟମନ୍ତ୍ରୀ
ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣର ସ୍ଥିତି ସମୀକ୍ଷା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବେ। ସ୍ୱତନ୍ତ୍ର ଆଇନ ଅନୁସାରେ ଲିଙ୍ଗରାଜ ମନ୍ଦିର ପରିଚାଳନା ହେବ। ଏଠାରେ ମଧ୍ୟ ପୁରୀ ଶ୍ରୀମନ୍ଦିର ଭଳି ଆଇନ୍ ପ୍ରଣୟନ ହେବ!-->!-->!-->!-->!-->…