ମହିଳା କନେଷ୍ଟବଳଙ୍କ ସହ ପ୍ରେମ ପ୍ରତାରଣା ମହଙ୍ଗା ପଡ଼ିଲା: ପୁଲିସ ଅଧିକାରୀ ଥାନାରେ ଅଟକ
ଭବାନୀପାଟଣା: ମାଲକାନଗିରିର ଜଣେ ରସିକିଆ ପୁଲିସ ଅଧିକାରୀଙ୍କୁ ଥାନାରେ ଅଟକ ରଖାଯାଇଥିବାର ଖବର ମିଳିଛି। ମାଲକାନଗିରି ସଦର ଡିଏସପି ଅକ୍ଷୟ ନାୟକ କଳାହାଣ୍ଡି ପୁଲିସ ଦ୍ବାରା ଅଟକ ହୋଇଛନ୍ତି। କେସିଙ୍ଗା ଥାନାର ଜଣେ ବିବାହିତା ମହିଳା କନେଷ୍ଟବଳଙ୍କ ସହ ପ୍ରେମ ପ୍ରତାରଣା ଓ ବ୍ଲାକ ମେଲିଂ!-->…