Browsing Tag

mandatory

ବିଦେଶ ଫେରନ୍ତାଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ

ନୂଆଦିଲ୍ଲୀ ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି :  ବିଦେଶରୁ ଫେରୁଥିବା ଲୋକଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି । ବିଦେଶ ଫେରନ୍ତା  ୭ ଦିନ ଗୃହ ସଙ୍ଗରୋଧରେ ରହିବା ପାଇଁ କେନ୍ଦ୍ର ସରକାର ଏହି ନୂଆ ମାର୍ଗଦର୍ଶୀକା ଜାରି କରିଛନ୍ତି । ଆସନ୍ତା ୧୧ ତାରିଖରୁ ଏହା ଲାଗୁ ହେବ। କରୋନା…

ଗାଡିରେ HSRP ଓ କଲର କୋଡ୍ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଦିଲ୍ଲୀ ସରକାରଙ୍କ ପରିବହନ ବିଭାଗ ଲାଗୁ କରିଛନ୍ତି ନୂଆ ନିୟମ। ତାହା ହେଲା ସମସ୍ତ ବାହାନ ଉପରୁ ଟାମ୍ପର ପ୍ରୁଫ୍ ହାଇ ସିକ୍ୟୁରିଟି ରେଜିଷ୍ଟେ୍ରସନ୍  ପ୍ଲେଟ୍ (HSRP) ଓ କଲର କୋଡ୍ ଥିବା ଷ୍ଟିକର ଲଗାଇବା ବାଧ୍ୟତାମୂଳକ କରିଦିଆଯାଇଛି।…

ଏନ୍‌ଜିଓ ପଞ୍ଜିକରଣରେ ଆଧାର ବାଧ୍ୟ ହେବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ବିଦେଶ ଯୋଗଦାନ (ନିୟାମକ) ଆଇନରେ ସଂଶୋଧନ ପାଇଁ ଏକ ବିଲ୍‌ ପ୍ରସ୍ତୁତ କରାଯାଇଛି । ଏହାକୁ ଲୋକସଭାରେ ଆଗତ କରାଯିବ । ଏହି ବିଲ୍‌ରେ ରହିଥିବା ପ୍ରସ୍ତାବ ଅନୁସାରେ ଏନ୍‌ଜିଓଗୁଡ଼ିକର ପଞ୍ଜିକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯିବ । ସରକାରୀ…

ଗାଡ଼ି କାଗଜପତ୍ର RC, DL, LL, ପରମିଟ୍ ଓ ଫିଟନେସ୍ ଅବଧି ବଢିବା ସହ ପଲ୍ୟୁସନ୍ ସାର୍ଟିଫିକେଟ୍କୁ ବାଧ୍ୟତାମୂଳକ କଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୮ : ଗାଡ଼ି କାଗଜପତ୍ର ଅବଧିକୁ ପୁଣି ବଢ଼ାଇଲେ ରାଜ୍ୟ ସରକାର। RC, DL, LL, ପରମିଟ୍ ଓ ଫିଟନେସ୍ ଅବଧି ବଢ଼ିଲା। ଡିସେମ୍ବର ୩୧ ଯାଏଁ ଅବଧି ବଢ଼ାଯାଇଥିବା ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କିନ୍ତୁ ପଲ୍ୟୁସନ୍ ସାର୍ଟିଫିକେଟ୍…

୧୪ ବର୍ଷରୁ କମ୍‌ ବୟସର ପିଲାଙ୍କ ବ୍ୟବହାର ପାଇଁ ଖେଳନାରେ ବିଆଇଏସ୍‌ ମାନ ବାଧ୍ୟତାମୂଳକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୩/୦୮: ୧୪ ବର୍ଷରୁ କମ୍‌ ବୟସର ପିଲାଙ୍କ ବ୍ୟବହାର ପାଇଁ ଭାରତରେ ତିଆରି ହେଉଥିବା ଏବଂ ବିଦେଶରୁ ଆମଦାନି ହେଉଥିବା ଖେଳନାଗୁଡ଼ିକୁ ସେପ୍ଟେମ୍ବର ୧ରୁ ବିଆଇଏସ୍‌ ମାନ ପୂରଣ କରିବାକୁ ପଡ଼ିବ। ଏହା ଚାଇନା କମ୍ପାନୀଗୁଡ଼ିକ ପାଇଁ ବଡ଼ ଝଟ୍‌କା ହୋଇପାରେ।…

ଜେଇଇ ମେନ୍‍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ଜେଇଇ ମେନ୍‍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‍ ଏବଂ ଜେଇଇ ମେନ୍‍…

ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ (BIS)ର ହେଲମେଟ ଲଗାଇବା ବାଧ୍ୟତାମୂଳକ – କେନ୍ଦ୍ର ପରିବହନ ମନ୍ତ୍ରଣାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୮: ହେଲମେଟ ନ ପିନ୍ଧିଲେ ଚାଲାଣ କଟିବା ସାଧାରଣ କଥା ହେଲେ ହେଲମେଟ ପିନ୍ଧିଥିଲେ ବି କାହିଁକି କଟିବ ଚାଲାଣ? ଏବେ ରାସ୍ତା କଡ଼ରୁ ଲୋକାଲ ହେଲମେଟ କିଣିବା ଆପଣଙ୍କୁ ଭାରି ପଡିପାରେ। କେନ୍ଦ୍ର ସରକାର ଏକ ଯୋଜନା ଉପରେ କାର୍ଯ୍ୟ କରୁଛନ୍ତି ଯେଉଁଥିରେ…
error: Content is protected !!
Open chat