ଆସନ୍ତା ଶିକ୍ଷାବର୍ଷରୁ ସ୍କୁଲରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ ଜଳଖିଆ
ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ (୨୦୨୧-୨୨)ରୁ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଜଳଖିଆ ଦିଆଯିବ। ବିଦ୍ୟାର୍ଥୀଙ୍କୁ ଦୁଇଓଳି ବିଦ୍ୟାଳୟରେ ଖାଇବାକୁ ଦିଆଯିବ। ଜାତୀୟ ଶିକ୍ଷା ନୀତିରେ ଏନେଇ ପ୍ରସ୍ତାବ ରହିଛି। ଜାତୀୟ ଶିକ୍ଷା ନୀତିକୁ କେନ୍ଦ୍ର କ୍ୟାବିନେଟ୍ ପକ୍ଷରୁ!-->…