ବେହାଲ ଚାନ୍ଦବାଲି : ୨ ଦିନର ଲଗାଣ ବର୍ଷାରେ ଘରେ ପଶିଲା ନର୍ଦ୍ଦମା ପାଣି – ଉଜୁଡା ଡ୍ରେନେଜ ଓ ପରିମଳ…
ଚାନ୍ଦବାଲି/ଭଦ୍ରକ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଓଡିଶା ତଥା ଭଦ୍ରକ ଜିଲ୍ଲାର ପୁରାତନ ବନ୍ଦର ନଗରୀ ଚାନ୍ଦବାଲିରେ ଗତ ଦୁଇ ଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସହରର ହାଲବେହାଲ ହୋଇଯାଇଛି । ମୁୁୁଖ୍ୟତଃ ସହରର ବହୁ ପୁରାତନ ଡ୍ରେନେଜ ସମସ୍ୟାର ସମାଧାନ ହୋଇପାରି ନ ଥିବାରୁ ବର୍ଷା!-->…