୧୭ ଫସଲ ହେବ ବୀମା ଭୁକ୍ତ – ଓଡିଶା ସରକାର
ଭୁବନେଶ୍ବର ୨୧/୦୬/୨୦୨୨ କଳିଙ୍ଗ ଜ୍ୟୋତି ବ୍ୟୁରୋ : ଚଳିତ ବର୍ଷ ୧୭ ଫସଲ ବୀମାଭୁକ୍ତ କରାଯିବ। ଖରିଫ ଋତୁରେ ୮ଟି ଏବଂ ରବି ଋତୁରେ ୯ଟି ଫସଲକୁ ବୀମାଭୁକ୍ତ କରାଯିବାକୁ ସୋମବାର ମୁଖ୍ୟସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଫସଲବୀମା ସମନ୍ୱୟ କମିଟି!-->…