ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ମିଳିତ ଭାବେ ନୂଆ ସୁପ୍ରିମକୋର୍ଟ ଭବନ ଉଦଘାଟନ କଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ର ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ଆଜି ମିଳିତଭାବେ ମରିସସ୍ ର ନୂଆ ସୁପ୍ରିମକୋର୍ଟ ଭବନ ଉଦ୍ଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ଏହି କାର୍ଯ୍ୟ ସଂପାଦନ!-->…