Browsing Tag

Narendra Modi

‘ଦିବ୍ୟ କାଶୀ-ଭବ୍ୟ କାଶୀ’ ପାଇଁ ଉତ୍ସବମୁଖର ବାରାଣସୀ: ଆଜି କାଶୀ ବିଶ୍ୱନାଥ କରିଡର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଠାରୁ ଦୁଇଦିନିଆ ନିଜ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଉଛନ୍ତି । ସେଠାରେ ସେ ଶ୍ରୀ କାଶୀ ବିଶ୍ୱନାଥ ଧାମ କରିଡର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ଅନ୍ୟାନ୍ୟ କେତେକ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି…

ଦେଶର ଅର୍ଥବ୍ୟବସ୍ଥା ଓ ବିକାଶ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟ୍ୱିଟ କରି ଆକ୍ଷେପ କଲେ ରାହୁଳ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଜିଡ଼ିପି ପରିସଂଖ୍ୟାନ ଜାରି ହେବା ପରେ କଂଗ୍ରେସ ସାଂସଦ ରାହୁଳ ଗାନ୍ଧୀ ଦେଶର ଅର୍ଥବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିୟମିତ ଆକ୍ଷେପ କରିଆସୁଛନ୍ତି । ଗତ ସୋମବାର ଦିନ ଦେଶର ଜିଡ଼ିପି ପରିସଂଖ୍ୟାନ ପ୍ରକାଶ ପାଇଥିଲା ।…

କିଏ ଜନ୍ ଓ୍ବିକ୍ ? ଯିଏ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍ କରିଥିଲେ

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟ କିଛି ସମୟ ପାଇଁ ହ୍ୟାକ୍ ହୋଇଯାଇଥିଲା। ଏନେଇ ଟୁଇଟର ପକ୍ଷରୁ ମଧ୍ୟ ସ୍ବୀକାର କରାଯାଇଛି। ମୋଦିଙ୍କ ଆକାଉଣ୍ଟ ହ୍ୟାକ୍ କରିଥିବା ହ୍ୟାକର ଜଣକର ପରିଚୟ ମିଳିଯାଇଛି। ହ୍ୟାକର ଜଣକ…

ହ୍ୟାକ୍ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟୁଇଟର ଆକାଉଣ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : ହ୍ୟାକ୍ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ। ପ୍ରଧାନମନ୍ତ୍ରୀଙ୍କ ଆକାଉଣ୍ଟ ହ୍ୟାକ କରିବା ପରେ ହ୍ୟାକର ଆକାଉଣ୍ଟ ଜରିଆରେ କୋଭିଡ -୧୯ ରିଲିଫ ପାଣ୍ଠି ପାଇଁ ବିଟକଏନ୍ ଦାବି କରିଥିବା ସାମ୍ନାକୁ…

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

-ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଦେଶର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି-ଆଇଏନ୍‍-ସ୍ପେଶର ପ୍ରତିଷ୍ଠା ମହାକାଶ ଅଭିଯାନରେ ଭାରତକୁ ଆତ୍ମନିର୍ଭର କରିବ-‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ ମହାକାଶ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ-ଭାରତ’ର…

ପ୍ରଧାନମନ୍ତ୍ରୀଙ୍କ ମତରେ “ଘର କେବଳ ଚାରି କାନ୍ଥକୁ ନେଇ ନୁହେଁ, ଲୋକଙ୍କ ପାଇଁ ସୁଖ ସୁବିଧା ଓ ସମ୍ମାନର ଉପଲବ୍ଧି” –…

ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମତରେ “ଘର କେବଳ ଚାରି କାନ୍ଥକୁ ନେଇ ନୁହେଁ। ଏହା ଲୋକଙ୍କ ପାଇଁ ସୁଖ ସୁବିଧା ଓ ସମ୍ମାନର ଉପଲବ୍ଧି। ଯେଉଁଠାରେ ସ୍ୱପ୍ନକୁ ନୂଆ ରୂପ ମିଳେ ଓ ଆକାଂକ୍ଷାକୁ ନୂଆ ଉନ୍ମାଦନା ମିଳେ”।…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କୁ ମନେ ପକାଇବା ସହ ବିଶିଷ୍ଟ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୮ : ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଠିକ୍ ଗୋଟିଏ ବର୍ଷ ପୂର୍ବେ ଆଜିର ଦିନରେ ସେ ଦେହତ୍ୟାଗ କରିଥିଲେ। ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବିଜେପି…

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅବସର ନେବା ପରେ ପ୍ରଶଂସାରେ ପୋତି ପକାଇଲେ ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଶନିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାରତୀୟଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧୋନିଙ୍କୁ ଚିଠି ଲେଖି ତାଙ୍କୁ ପ୍ରଶଂସା…

କୋଭିଡ୍‍ -୧୯ ଦୃଷ୍ଟିରୁ ବର୍ଷା ଋତୁରେ ଲୋକଙ୍କୁ ଅଧିକ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ବର୍ଷା ଋତୁରେ ଭୂତାଣୁ ଜନିତ ରୋଗ ବ୍ୟାପିଥାଏ ଓ ସେ ଦୃଷ୍ଟିରୁ ଲୋକମାନଙ୍କୁ ଅଧିକ ସତର୍କ ରହିବା ନିହାତି ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କୋଭିଡ୍‍-୧୯ ଦୃଷ୍ଟିରୁ ବର୍ଷା ଋତୁରେ ସମସ୍ତ ସତର୍କତା ମୂଳକ…

‘ଫେସବୁକ୍’ ଓ ‘ହ୍ବାଟ୍ସଆପ’କୁ କୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ : ସଂସଦୀୟ କମିଟି ତଦନ୍ତ ଦାବି କଲା କଂଗ୍ରେସ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୮/୦୮: ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଫେସବୁକ୍’ ଓ ‘ହ୍ବାଟ୍ସଆପ’କୁ ନେଇ ଏବେ ଦେଶବ୍ୟାପୀ ସୃଷ୍ଟି ହୋଇଛି ବିବାଦ । ଫେସବୁକ୍ ବିଜେପି ଓ ଆରଏସଏସ୍ ନେତାଙ୍କୁ ସମର୍ଥନ କରୁଥିବା ଅଭିଯୋଗ କରି କଂଗ୍ରେସ ଏହାର ସଂଯୁକ୍ତ ସଂସଦୀୟ କମିଟି (ଜେପିସି) ତଦନ୍ତ…
error: Content is protected !!
Open chat