Browsing Tag

Naveen Pattnaik

ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୧/୦୮: ଆଜି ମୁଖ୍ୟମନ୍ତ୍ରୀ ନିଜେ ବନ୍ୟାଞ୍ଚଳ ପରିଦର୍ଶନ କରିବେ । ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିବେ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସୂଚନା ଦେଇଛନ୍ତି । ବନ୍ୟାଞ୍ଚଳରେ ଉଦ୍ଧାର ଓ…

ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ୨୦୨୦ : କ୍ରୀଡ଼ା ଏବଂ ଖେଳରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଆଥଲେଟ ଜୟନ୍ତୀ ବେହେରା ଓ…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୮ : କରୋନା କଟକଣା ପାଇଁ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। କ୍ରୀଡ଼ା ଏବଂ ଖେଳର ଉଲ୍ଲେଖନୀୟ…

କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଓଡ଼ିଶାରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର/କୋରାପୁଟ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି । ଅଧିକରୁ ଅଧିକ କୋଭିନ ରୋଗୀ ଏହି ଚିକିତ୍ସା ପଦ୍ଦତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ…

ଗରିବ ଗ୍ରାମବାସୀଙ୍କ ପାଇଁ “କୋଭିଡ୍-୧୯ ପ୍ୟାକେଜ” ଘୋଷଣା କଲେ ରାଜ୍ୟ ସରକାର: ରାଜ୍ୟର ଅର୍ଥନୀତି…

ଗ୍ରାମାଞ୍ଚଳ ଲୋକଙ୍କ ପାଇଁ କରୋନା ପ୍ୟାକେଜ୍ ଘୋଷଣା ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର ଟଙ୍କା ଋଣ କୃଷି ଓ ଅଣ କୃଷି କ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: କରୋନା ମହାମାରୀ…

ଜେଇଇ (ମେନ୍) ତଥା ନିଟ୍ ପରୀକ୍ଷା ଘୁଞ୍ଚାଇବା ଏବଂ ରାଜ୍ୟର ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ଖୋଲିବାକୁ କେନ୍ଦ୍ର…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: କରୋନା ମହାମାରୀକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ (ମେନ୍) ଏବଂ ନିଟ୍ ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ୍ ନିଶଙ୍କଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚିଠି…

ଡାବୁଗାଁ ବିଧାୟକ ମନୋହର ରାନ୍ଧାରୀ : ତିନିଥର ବିଧାୟକ ହୋଇ ମଧ୍ୟ ଧାନକ୍ଷେତରେ କାମ କରୁଥିବା ବିଧାୟକଙ୍କ କାମକୁ…

ନବରଙ୍ଗପୁର/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮ : ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ମନୋହର ରନ୍ଧାରୀଙ୍କ ବିଭିନ୍ନ ସମୟରେ ଭିନ୍ନଢଙ୍ଗରେ କାର୍ଯ୍ୟ କରି ସବୁବେଳେ ଚର୍ଚ୍ଚିତ ରହିଛନ୍ତି । ତିନି ଥର ବିଧାୟକ ହୋଇ ମଧ୍ୟ ଏବେ ସେ ନିଜ ଚାଷ…

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳୀକୁ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବ୍ୟକ୍ତିଗତ ସଚିବ ପାଣ୍ଡିଆନ ନିଜେ କାର…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ରାଜ୍ୟସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାମିଲ ହୋଇଥିଲେ। ନିର୍ଦ୍ଧାରିତ ସମୟରେ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରେହ ସ୍ଥଳୀରେ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସରକାର ଗ୍ରୀଡ଼କୋକୁ ଦେବେ ୧୫୦୦ କୋଟି ଟଙ୍କାର ଋଣ ଗ୍ୟାରେଣ୍ଟି : ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଗ୍ରୀଡ଼କୋକୁ ୧୫୦୦ କୋଟି ଟଙ୍କା ଋଣ ଗ୍ୟାରେଣ୍ଟି ଦେବେ ରାଜ୍ୟ ସରକାର । ଏ ସଂକ୍ରାନ୍ତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି । ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏ…

ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରି ପ୍ରଦାନ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୯୦୫ ନୂଆ ପୁଲିସ ପଦବୀକୁ ଅନୁମୋଦନ –…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୨୨୦ ଥାନାରେ ୯୦୫ ନୂଆ ପୁଲିସ ପଦବୀକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରି ପ୍ରଦାନ କରିଛନ୍ତି । ବର୍ତ୍ତମାନ ଥିବା ୬ଟି ଆଉଟ ପୋଷ୍ଟକୁ ଅଧିକ ମଜଭୁତ କରାଯିବା ନେଇ ରାଜ୍ୟରେ ଆଉ ୬ଟି ପୁଲିସ…

ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟ କୋଭିଡ ଯୋଦ୍ଧାଙ୍କୁ ଜଣାଇଲା ସମ୍ମାନ – ରାଜ୍ୟପାଳ ମଧ୍ୟ ସାମିଲ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୮ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା କରିବା ନେଇ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ…
error: Content is protected !!
Open chat