ନେପାଳର ଘୋଷଣା : ପୂର୍ବାପେକ୍ଷା ବଢ଼ିଛି ବିଶ୍ବର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭେରେଷ୍ଟର ଉଚ୍ଚତା
କାଠମାଣ୍ଡୁ: ବିଶ୍ବର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭେରେଷ୍ଟର ନୂଆ ଉଚ୍ଚତା ଘୋଷଣା କରିଛି ନେପାଳ । ମଙ୍ଗଳବାର ଉଭୟ ନେପାଳ ଓ ଚୀନ ହିମାଳୟର ଉଚ୍ଚତମ ଶିଖର ଏଭେରେଷ୍ଟର ନୂଆ ଉଚ୍ଚତା ସାର୍ବଜନୀନ କରିଛନ୍ତି । ପୂର୍ବରୁ କରାଯାଇଥିବା ଉଚ୍ଚତାଠାରୁ ଏବେ ଘୋଷିତ ଉଚ୍ଚତା ଅଧିକ । ଏଭେରେଷ୍ଟର ନୂଆ!-->…