ଜାତିସଂଘରେ ନେପାଳର ବିବାଦୀୟ ମାନଚିତ୍ର ଆବେଦନ ଖାରଜ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୦୮ : ଦେଶର ଭୌଗୋଳିକ ଅବସ୍ଥିତିକୁ ନେଇ ନୂତନ ନକ୍ସା ଜାରି କରିବା ମାମଲାରେ ନେପାଳକୁ ମିଳିଛି ବଡ଼ ଧକ୍କା । ମିଳିତ ଜାତିସଂଘ ନେପାଳର ନୂତନ ବିବାଦୀୟ ମାନଚିତ୍ରକୁ ଗ୍ରହଣ କରାଯିବ ନାହିଁ କିମ୍ବା ଏହାକୁ ସ୍ୱୀକୃତି ପ୍ରଦାନ କରାଯିବ ନାହିଁ ବୋଲି!-->…